ଭିଜିଲାନ୍ସ ପଞ୍ଝାରେ ଆକାଉଣ୍ଟାଣ୍ଟ, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି
ଜୟପୁର : ପୁଣି ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ । ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋରାପୁଟ ଜିଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଶୋୟୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ଚଢ଼ାଉ ଚାଲିଛି । କୋରାପୁଟ…