ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କିଟ ଓ କିସର ପ୍ରତିଷ୍ଠାତା ତଥା ସାଂସଦ ଡ. ଅଚ୍ୟୁତ ସାମନ୍ତ
ପୁରୀ : କିଟ ଓ କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି l ପ୍ରତି ମାସର ଏକ ତାରିଖରେ ଡ. ସାମନ୍ତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିଥାନ୍ତି l ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ…