Below header
Browsing Tag

actor sadhu meher

ବିଶିଷ୍ଟ ସିନେ ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ ସିନେ ଅଭିନେତା ଓ ନିର୍ଦ୍ଦେଶକ ସାଧୁ ମେହେର । ୮୪ ବର୍ଷ ବୟସରେ ମୁମ୍ବାଇ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡ଼ିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ…

ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ସାଧୁ ମେହେରଙ୍କ ପରଲୋକ

ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ସାଧୁ ମେହେରଙ୍କ  ୮୪ ବର୍ଷ ବୟସରେ ମୁମ୍ବାଇରେ ପରଲୋକ ଘଟିଛି । ତାଙ୍କର ପରଲୋକ ନେଇ ସୂଚନା ଦେଇଛନ୍ତି ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର । ଦିବଂଗତ ମେହେର ଓଡିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ପାଇଁ ବେଶ ସୁନାମ ଅର୍ଜନ କରିଥିଲେ ।…