ଅମୃତ ଅନ୍ନରେ ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ହୋଇଛି କୋଠ ଭୋଗ, ଆଡପ ଅବଢା ପାଇ ନିଜକୁ ଭାଗ୍ୟବାନ ମଣୁଛନ୍ତି ଭକ୍ତ
ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ । ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଆଜି ପଞ୍ଚମ ଦିବସ । ମହାପ୍ରଭୁଙ୍କ ଗୁଣ୍ଡିଚା ମନ୍ଦିର ଆଡ଼ପ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ ହେଉଛି । ଲମ୍ବା ବ୍ୟାରିକେଡରେ ଶ୍ରଦ୍ଧାଳୁମାନେ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରୁଛନ୍ତି । ଗୁଣ୍ଡିଚା ମନ୍ଦିର…