ଲାଞ୍ଚ ନେବା ମାମଲାରେ ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗିରଫ
କଟକ : ଲାଞ୍ଚ ନେବା ମାମଲାରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗତକାଲି ଧରିଥିଲା ଭିଜିଲାନ୍ସ । …