ଡ. ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ‘ମହାତ୍ମା ସମ୍ମାନ’, ନୂଆଦିଲ୍ଲୀରେ ବିର୍ଲା ଗ୍ରୁପ୍ କଲା ସମ୍ମାନିତ
ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ମହାତ୍ମା ସମ୍ମାନ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀ ଠାରେ ବିର୍ଲା ଗ୍ରୁପ୍ ପକ୍ଷରୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି । ପ୍ରତିବର୍ଷ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପରିପ୍ରେକ୍ଷୀରେ ଆଦିତ୍ୟ ବିର୍ଲା ଗ୍ରୁପ୍ ପକ୍ଷରୁ ପ୍ରଦାନ କରାଯାଇଥାଏ ମହାତ୍ମା ସମ୍ମାନ ।…