ଘରେ ପଶି ସାମ୍ବାଦିକଙ୍କୁ ଗୁଳିମାଡ଼, ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ନରସିଂହପୁର : ସାମ୍ବାଦିକଙ୍କୁ ଗୁଳି । ଘରେ ପଶି ରାତି ଅଧିରେ ଗୁଳିମାଡ଼ ଅଭିଯୋଗ । କଟକ ଜିଲ୍ଲା ମାଣିଆ ବନ୍ଧ ଥାନା ସୁନ୍ଦରିଆ ଗାଁରେ ଗୁଳିକାଣ୍ଡ । ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ମନୋଜ ନାଏକଙ୍କୁ ଗୁଳି ମାଡ଼ ହୋଇଛି । ତାଙ୍କ ଡାହାଣ କାନ୍ଧ ଓ ବାମ ହାତରେ ଗୁଳି ବାଜିଛି । ତାଙ୍କୁ ଆହତ…