Browsing Tag

Afghanistan

ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୯ ଶିଶୁଙ୍କ ସମେତ ଜଣେ ମହିଳା ମୃତ

ଆଫଗାନିସ୍ତାନ : ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍ । ଆକ୍ରମଣରେ ୯ ଶିଶୁଙ୍କ ସମେତ ଜଣେ ମହିଳା ପ୍ରାଣ ହରାଇଛନ୍ତି । ପାକିସ୍ତାନୀ ସେନା ଆପାଗାନିସ୍ତାନର ଖୋସ୍ତ ପ୍ରାନ୍ତରେ ଭୟଙ୍କର ଆକ୍ରମଣ କରିଛି । ତାଲିବାନ ଏନେଇ ସ୍ପଷ୍ଟ କରିଛି । ତାଲିବାନ ସରକାରଙ୍କ ମୁଖପାତ୍ର…

ଆଫଗାନିସ୍ତାନକୁ ପାକିସ୍ତାନର ଖୋଲା ଧମକ, ଶାନ୍ତି ଚୁକ୍ତି ବିଫଳ ହେଲେ ସିଧାସଳଖ ହେବ ଯୁଦ୍ଧ

ଆଫଗାନିସ୍ତାନକୁ ପାକିସ୍ତାନର ଖୋଲା ଧମକ। ଇସ୍ତାନବୁଲ ଶାନ୍ତି ଚୁକ୍ତି ବିଫଳ ହେଲେ ଆଫଗାନିସ୍ତାନ ସହ ସିଧାସଳଖ ଯୁଦ୍ଧ । ତାଲିବାନ ସରକାରକୁ ଏଭଳି ଚେତାବନୀ ଦେଇଛନ୍ତି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ । ଇସ୍ତାନବୁଲରେ ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ ଆଜି ଶାନ୍ତି…

ଶୋଷରେ ମରିବ ପାକିସ୍ତାନ, ଭାରତ ପରେ ପାଣି ବନ୍ଦ ଯୋଜନା କରୁଛି ଆଫଗାନିସ୍ତାନ

ଆଫଗାନିସ୍ତାନ : ଭାରତ ପରେ ପାକିସ୍ତାନକୁ ନେଇ ବକ୍ଷ ପଦକ୍ଷେପ ନେଇଛି ଆଫଗାନିସ୍ତାନ । ଆଫଗାନିସ୍ତାନରୁ ପାକିସ୍ତାନ ଆଡ଼କୁ ବୋହୁଥିବା ସମସ୍ତ ନଦୀର ପାଣିକୁ ବନ୍ଦ କରିପାରେ ଆଫଗାନିସ୍ତାନ । ଶେଷରେ ଶୋଷରେ ଆଉଟପାଉଟ ହେବ ପାକିସ୍ତାନ । ପାକିସ୍ତାନକୁ ବୁନ୍ଦେ ପାଣି ଦେବନି ଆଫଗାନିସ୍ତାନ ।…

ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଅସ୍ତ୍ରବିରତି, ଅନେକ ଲୋକଙ୍କ ମୃତ୍ୟୁ ହେବା ସହ ଶତାଧିକ ଆହତ

ନୂଆଦିଲ୍ଲୀ: ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଅସ୍ତ୍ରବିରତି । ତୁରନ୍ତ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ କରିଛନ୍ତି ଉଭୟ ଦେଶ । ଗତକାଲି କତାର ରାଜଧାନୀ ଦୋହାରେ ଆଲୋଚନା ପରେ ରାଜି ହୋଇଛନ୍ତି । ଉଭୟ ଦେଶ ମଧ୍ୟରେ ଅସ୍ତ୍ରବିରତି ନେଇ ସ୍ପଷ୍ଟ କରିଛି କତାର ।  ତୁର୍କୀ ଓ କତାର…

ଆଫାଗାନିସ୍ତାନରେ ପାକିସ୍ତାନର ଏୟାର ଷ୍ଟ୍ରାଇକ, ୩ କ୍ରିକେଟରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ପାକିସ୍ତାନ ଏୟାର ଷ୍ଟ୍ରାଇକର ଆଫଗାନିସ୍ତାନର ୩ ଜଣ କ୍ରିକେଟରଙ୍କ ମୃତ୍ୟୁ । ଆଫାଗାନିସ୍ତାନର ପକତିକା ପ୍ରୋଭିନ୍ସରେ ଶୁକ୍ରବାର ପୁଣି ଏୟାର ଷ୍ଟ୍ରାଇକ କରିଥିଲା ପାକିସ୍ତାନ । ଏଥିରେ ଆଫଗାନିସ୍ତାନର ୩ ଜଣ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା ଦାବି କରିଛି ଆଫଗାନିସ୍ତାନ…

ଯୁଦ୍ଧବିରତି ଡାକରା ଦେଇଛି ପାକିସ୍ତାନ ଏବଂ ଆଫଗାନିସ୍ତାନ, ଅନେକ ସୈନିକଙ୍କୁ କରିଛନ୍ତି ବନ୍ଦୀ

ନୂଆଦିଲ୍ଲୀ: ୪୮ ଘଣ୍ଟା ପାଇଁ ଅସ୍ଥାୟୀ ଯୁଦ୍ଧବିରତି କାର୍ଯ୍ୟକାରୀ କରିବାକୁ ରାଜି ହୋଇଛନ୍ତି ପାକିସ୍ତାନ ଏବଂ ଆଫଗାନିସ୍ତାନ । ନିକଟରେ ସୀମାର ସଂଘର୍ଷ ପରେ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ, ଆଫଗାନିସ୍ତାନ ପାକିସ୍ତାନୀ ସୈନ୍ୟଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରାଯାଇଛି ।…

ପାକିସ୍ତାନକୁ ଆଫଗାନ ମନ୍ତ୍ରୀଙ୍କ ଚେତାବନୀ, ୫୮ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କରିଥିବା ତାଲିବାନର ଦାବି

ନୂଆଦିଲ୍ଲୀ: ପାକିସ୍ତାନକୁ ଆଫଗାନ ମନ୍ତ୍ରୀଙ୍କ ଚେତାବନୀ । ସୀମା ବିବାଦ ମଧ୍ୟରେ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି ଆଫଗାନ ମନ୍ତ୍ରୀ । ଭାରତ ଗସ୍ତରେ ଥିବାବେଳେ ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରୀ ଆମୀର ଖାନ୍ ମୁତ୍ତାକୀ କହିଥିଲେ "ଯଦି ପାକିସ୍ତାନ ଭଲ ସମ୍ପର୍କ ଏବଂ ଶାନ୍ତି ଚାହୁଁନାହିଁ,…

ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା : ୧୨ ପାକିସ୍ତାନୀ ସୈନିକ ନିହତ, ୨ ଆହତ  

ପାକିସ୍ତାନ : କାବୁଲ ଉପରେ ଆକ୍ରମଣର ବଦଲା ନେଲା ଆଫଗାସ୍ତାନ । ଆରମ୍ଭ ହେଲା ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ଘମାଘୋଟ ଲଢେଇ । ଖାଇବର ପଖତୁନୱାର୍ ଏବଂ ବେଲୁଚିସ୍ତାନର ପାକ୍-ଆଫଗାନ ସୀମାରେ ଆଖିବୁଜା ଗୁଳିମାଡ଼ । ପାକିସ୍ତାନ ସେନା ଓ ଆଫଗାନ ସେନା ମଧ୍ୟରେ ଜୋରଦାର ସଂଘର୍ଷ ।  ଏଥିରେ ୧୨ ଜଣ…

ବିମାନ ଚକରେ ବସି କାବୁଲରୁ ଦିଲ୍ଲୀ ଆସିଲେ ନାବାଳକ,ଜୀବିତ ଥିବା ଦେଖି ହେଲେ ଆଶ୍ଚର୍ଯ୍ୟ

ଦିଲ୍ଲୀ : ସାଧାରଣତଃ ଆପଣମାନେ ଅନେକ ଥର ବିମାନରେ ଯାତ୍ରା କରିଥିବେ ।  କିନ୍ତୁ ଆପଣ କେବେ ବିମାନର ପଛଚକାରେ ବସି ଯାତ୍ରା କରିଛନ୍ତି କି ? ଶୁଣି ଆଶ୍ଚର୍ଯ୍ୟ ହେଲେ ନା ?  ହଁ ଆଂଜ୍ଞା ଏଭଳି ଏକ ଘଟଣା ଘଟିଛି କାବୁଲରେ । ଜଣେ ଆଫଗାନିସ୍ତାନ ବାଳକ ବିମାନର ଷ୍ଟିଅରିଂ ପାଖରେ ବସି କାବୁଲରୁ…

ଆଫଗାନିସ୍ତାନରେ ୨୪ ଘଣ୍ଟା ମଧ୍ୟରେ ଦୁଇଥର ଭୂକମ୍ପ ଝଟକା, ତୀବ୍ରତା ୪.୯

ଆଫଗାନିସ୍ତାନ: ଆଫଗାନିସ୍ତାନରେ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ପାଇଁ ଭୂମିକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଏହି ଭୂମିକମ୍ପ ଶୁକ୍ରବାର ସକାଳ ଅର୍ଥାତ୍ ଆଜି ୦୩:୧୬ ରେ ହୋଇଥିଲା । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୯ ମାପ କରାଯାଇଥିଲା ।…

୧୪ ଶହ ଲୋକଙ୍କ ଜୀବନ ନେବା ପରେ ଆଫଗାନିସ୍ତାନରେ ଆଉ ଏକ ଭୟଙ୍କର ଭୂମିକମ୍ପ, ଜାଣନ୍ତୁ ଏହାର ତୀବ୍ରତା

ଆଫଗାନିସ୍ତାନ : ଆଫଗାନିସ୍ତାନର ପୂର୍ବ ଭାଗରେ ପୁଣି ଥରେ ଭୂମିକମ୍ପ ହୋଇଛି । ମଙ୍ଗଳବାର ସନ୍ଧ୍ୟାରେ ହିନ୍ଦୁକୁଶ ଅଞ୍ଚଳରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରେକର୍ଡ କରାଯାଇଛି । ଭୂମିକମ୍ପ ଝଟକାରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି…

ପ୍ରାକୃତିକ ବିପର୍ଯ୍ୟୟରେ କାନ୍ଦୁଛି ମାନବଜାତି, ଆଫଗାନିସ୍ତାନ ଏବଂ ସୁଡାନରେ ୨,୧୦୦ ଲୋକଙ୍କ ମୃତ୍ୟୁ ଆଶଙ୍କା

ସାରା ବିଶ୍ୱରେ ପ୍ରକୃତିର ପ୍ରକୋପ ଜାରି ରହିଛି । ପ୍ରକୃତି ବିଶ୍ୱର ଦୁଇଟି ଭିନ୍ନ ଭିନ୍ନ କୋଣରେ ତାର ଭୟଙ୍କର ରୂପ ଦେଖାଇଛି  । ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେହିଭଳି, ସୁଡାନରେ ଭୂସ୍ଖଳନ ଯୋଗୁଁ ହଜାରରୁ ଅଧିକ ଲୋକ ପ୍ରାଣ…