ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୨
ଥରିଲା ଆଫଗାନିସ୍ତାନ । ଗୁରୁବାର ଏଠାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ମପାଯାଇଛି । ଏଥିରେ କେହି ମୃତାହତ ହୋଇନାହାନ୍ତି । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁସାରେ, ଗୁରୁବାର ସକାଳେ ଆଫଗାନିସ୍ତାନରେ ରିକ୍ଟର ସ୍କେଲରେ ୪.୨ ତୀବ୍ରତାର…