Browsing Tag

agriculture officers

କୃଷି ଅଧିକାରୀମାନଙ୍କୁ ନିଯୁକ୍ତ ସ୍ଥାନରେ ଯୋଗଦେବା ପାଇଁ ବିଜ୍ଞପ୍ତି ଜାରି, ଖିଲାପକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର : କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ପାଇଁ ବିଜ୍ଞପ୍ତି ଜାରି । କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରିକରି କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ…