ବଦଳିଲେ ଓଡ଼ିଶା କଂଗ୍ରେସ ପ୍ରଭାରୀ, ଅଜୟ କୁମାର ଲଲ୍ଲୁଙ୍କୁ ଦାୟିତ୍ବ ଦେଲା ଦଳ
ଭୁବନେଶ୍ୱର : ଓଡ଼ିଶା କଂଗ୍ରେସ ପାଇଁ ନୂଆ ପ୍ରଭାରୀ ନିଯୁକ୍ତ କଲା କଂଗ୍ରେସ । ଉତ୍ତରପ୍ରଦେଶର କଂଗ୍ରେସ ନେତା ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶାର ପ୍ରଭାରୀ ଭାବେ ଗୁରୁ ଦାୟିତ୍ବ ଦେଇଛି ଦଳ । ଏଆଇସିସି ସାଧାରଣ ସଂପାଦକ କେ.ସି ଗେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି।…