ଗଞ୍ଜାମ ଗୋଳନ୍ଥରା କୃଷି ବିଜ୍ଞାନ କେନ୍ଦ୍ରରେ ଅଖିମୁଠି ଅନୁକୂଳ, ଯୋଗଦେଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ପାରମ୍ପରିକ ପୂଜାର୍ଚ୍ଚନା କରିବା ପରେ ରାଜ୍ୟପାଳ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…