Browsing Tag

Akshay trutiya

ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା, ରଥ ନିର୍ମାଣ ଅନୁକୂଳ ସହ ଚନ୍ଦନ ଯାତ୍ରା ଆରମ୍ଭ

ପୁରୀ : ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା। ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଓ ଜଳକ୍ରୀଡା ପାଇଁ ଆଜି ପୂର୍ବାହ୍ନରେ  ଠାକୁରଙ୍କ ରୂପା ସିଂହାସନ…