ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର
ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ।
ପୋଲିସ ମୁତାବକ, ସୋମବାର ରାତିରେ ଅମୃତସର ଜିଲ୍ଲା…