ଯବାନଙ୍କ ପାଇଁ ଖୁସି ଖବର : ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବିଭିନ୍ନ ଅପରେସନରେ ଯାଉଥିବା ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତାକୁ ୮ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏ…