ଓଡିଶାରେ ‘ଆମା ସାଥୀ’ ହ୍ୱାଟସଆପ୍ ଚାଟବଟ୍ ଲଞ୍ଚ, ନାଗରିକମାନେ ଜନ୍ମ-ମୃତ୍ୟୁ ପ୍ରମାଣପତ୍ର ଭଳି ୧୨୦ ଟି…
ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ, ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ ଏବଂ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ, ଆର୍ନ୍ତଜାତି ବିବାହରୁ ଲାଭ, ଜାତୀୟ ପରିବାର ଯୋଜନାରୁ ଲାଭ ଭଳି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ ।…