ବାପାର ମୃତଦେହ ନେଇ ଫେରିବା ବେଳେ ଦୁର୍ଘଟଣା: ପୁଅ, ଜ୍ୱାଇଁ ସହ ୩ ମୃତ
ଭଦ୍ରକ: ଡମ୍ଫରକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଚାଲିଗଲା ୩ ଜୀବନ। ଜଣେ ଗୁରୁତର। ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଡମ୍ଫରକୁ ପଛରୁ ଆମ୍ବୁଲାନ୍ସ ଧକ୍କା ଦେବା ପରେ ଏହି ଦୁର୍ଘଟଣା ଘଟିଛି। । ବାପାଙ୍କ ମୃତଦେହ ନେଇ ଫେରୁଥିବାବେଳେ ଅଘଟଣ । ପୁଅ, ଭିଣୋଇ ଓ ଆମ୍ବୁଲାନ୍ସ ଡ୍ରାଇଭରଙ୍କ…