Browsing Tag

anadi sahu

ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ, ବାସଭବନରେ ଦେହାନ୍ତ

କଟକ (କେନ୍ୟୁଜ): ବ୍ରହ୍ମପୁରର ପୂର୍ବତନ ସାଂସଦ ତଥା ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ । କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ବ୍ରହ୍ମପୁରରୁ…