Browsing Tag

Anand Toppo

ବୀରେନ୍ଦ୍ର ଲାକ୍ରାଙ୍କ ବଢ଼ିଲା ଅଡ଼ୁଆ: ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ: ହାଇକୋର୍ଟ

କଟକ (କେନ୍ୟୁଜ): ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା । କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ବୀରେନ୍ଦ୍ର ଲାକ୍ରା ଜଣେ ଡ଼ିଏସପି ହୋଇଥିବାରୁ କ୍ରାଇମବ୍ରାଞ୍ଚର ଜଣେ ଉଚ୍ଚପଦସ୍ଥ ଅଧିକାରୀ ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡକ୍ଟର ଜଷ୍ଟିସ ଶଶିକାନ୍ତ…