ଡିସେମ୍ବର ୭ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫’
ଭୁବନେଶ୍ୱର : ଆମେରିକାର ପ୍ରବାସୀ ଓଡ଼ିଆଙ୍କ ସଙ୍ଗଠନ ‘ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକାସ୍’ (ଓସା) ପକ୍ଷରୁ ଡିସେମ୍ବର ୭ ତାରିଖ, ରବିବାର ଦିନ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫’ ଅନୁଷ୍ଠିତ ହେବାକୁ ଯାଉଛି। ଭଞ୍ଜକଳା ମଣ୍ଡପଠାରେ ସକାଳ ୧୦ଟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ…