ଆନ୍ଧ୍ରର ଚିତ୍ତୋରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ ଓଡ଼ିଆ ମୃତ, ୩ ଆହତ
ଆନ୍ଧ୍ର ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଓଡ଼ିଆ ମୃତ। ଚିତ୍ତୋର ଜିଲ୍ଲା ତାଭାନପଲ୍ଲୀ ମଣ୍ଡଳର ତାଲାଗୁଣ୍ଡଲା ପଲ୍ଲୀ ଗାଁ ନିକଟରେ ଏହି ଭୀଷଣ ଦୁର୍ଘଟଣା ଘଟିଛି। ଓଡ଼ିଶାର ଏକ ପରିବାରର ୭ ଜଣ ସଦସ୍ୟଙ୍କୁ ନେଇ ଏକ ଆମ୍ବୁଲାନ୍ସ ବେଙ୍ଗାଳୁରୁର ଡାକ୍ତରଖାନାକୁ ଯାଉଥିଲା। ଏହି ସମୟରେ…