Browsing Tag

angyamala

ତିନି ରଥକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ମହାପ୍ରଭୁଙ୍କ ଅପେକ୍ଷାରେ ରଥ

ପୁରୀ : ପଟି ଦିଅଁଙ୍କ ଠାରୁ ତିନି ରଥକୁ ବିଜେ ହେଲା ଆଜ୍ଞାମାଳ । ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ କରାଯାଇଛି । ତିନି ବାଡ଼ରେ ପୂଜାପଣ୍ଡା ସେବକ ମାନେ ଏହି ଆଜ୍ଞା ମାଳ ବିଜେ ହୋଇଛ…

ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବ ତିନିରଥ

ପୁରୀ (କେନ୍ୟୁଜ): ଆସନ୍ତାକାଲି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା। ତିନି ବାଡରୁ ଆସିଲା ଆଜ୍ଞାମାଳ। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ସରିବା ପରେ ଆଜ୍ଞାମାଳ ବିଜେ ହୋଇଛି। ୩ ବାଡର ପୂଜାପଣ୍ଡା ସେବାୟତ ଆଜ୍ଞାମାଳ ବିଜେ କରିଛନ୍ତି। ଆଜ୍ଞାମାଳ ବିଜେ ପରେ ରଥ ଟଣା ହୋଇ ସିଂହଦ୍ୱାର ସାମ୍ନାକୁ…