Browsing Tag

animated film

Animated film: ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ଲାଗିବନି ରୋକ, ଆବେଦନକୁ ଖାରଜ କଲେ…

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥ' ଆନିମେଟେଡ୍ ଫିଲ୍ମ ଉପରେ ରୋକ ଲାଗିବନି । ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଚଳଚ୍ଚିତ୍ରର ମୁକ୍ତି ଉପରେ ରୋକ ଲଗାଇବାକୁ ଦାଖଲ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ବିଚାରପତି ବି.ଭି. ନାଗରତ୍ନା ଓ ବିଚାରପତି ଆର୍. ମହାଦେବନଙ୍କ ଖଣ୍ଡପୀଠ…