ଆଜି ପବିତ୍ର ଅଳାଁ ନବମୀ, ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ମା ରାଧାରାଣୀ
ପିପିଲି : ଆଜି ପବିତ୍ର ଅଳାଁ ନବମୀ । ରାଧା ପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଛି । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ । ବିଳମ୍ବିତ ରାତିରୁ ଧାଡ଼ିରେ ଠିଆ ହୋଇ ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ । ରାତି ୧ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତୀ ଅବକାଶ ବେଶ…