Browsing Tag

Antadvaya Griha Yojana

୩୦ ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଆରମ୍ଭ ହେବ କଳାହାଣ୍ଡି ଜିଲ୍ଲାରୁ

ଭୁବନେଶ୍ୱର : ୩୦ ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୩୦ ରେ କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା ।  ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର ।  ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ,…