ଅସଲି ପୋଲିସ ପଞ୍ଝାରେ ନକଲି ପୋଲିସ ଗ୍ୟାଙ୍ଗ୍, ନିଜକୁ ସିବିଆଇ ଅଫିସର କହି ଲୋକଙ୍କଠୁ ଲୁଟୁଥିଲେ
ଭୁବନେଶ୍ୱର (କେନ୍ୟୁଜ): କମିଶନରେଟ ପୋଲିସ ହାତରେ ନକଲି ପୋଲିସ ଗ୍ୟାଙ୍ଗ । ପୋଲିସ ପୋଷାକ ପିନ୍ଧି ବିଭିନ୍ନ ଅପରାଧରେ ସାମିଲ ଥିଲା ଗ୍ୟାଙ୍ଗ । ୭ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଅଟକ ରଖିଛି ସ୍ପେଶାଲ ସ୍କ୍ୱାର୍ଡ । ଗିରଫ ୭ ଅଭିଯୁକ୍ତଙ୍କ ଘର ମଧ୍ୟପ୍ରଦେଶ ବୋଲି ଜାଣିବାକୁ ମିଳିଛି । CBI, Customs, କହି ନକଲି କାର୍ଡ ଦେଖାଇ ଲୋକଙ୍କୁ ଭୁଆଁ ବୁଲାଉ ଥିଲେ । ଏହା ଏକ ଇରାନିଆନ ଗ୍ୟାଙ୍ଗ । ଏହି ଗ୍ୟାଙ୍ଗ ଓଡ଼ିଶା ସମେତ…
Read More...