Browsing Tag

aravinda dhali

ଘର ବାହୁଡିଲେ ବିଧାୟକ ଅରବିନ୍ଦ ଢାଲି, ବିଜେପିରେ ହେଲେ ସାମିଲ

ଭୁବନେଶ୍ୱର (କେନ୍ୟୁଜ): ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଇଛନ୍ତି ଅରବିନ୍ଦ ଢାଲି । ତେବେ ଗତକାଲି ବିଜେଡିର ପ୍ରାଥମିକ…