ଅର୍ଚ୍ଚନାଙ୍କୁ ଓକିଲାତି ପେଶାରୁ କରାଯାଇଛି ନିଲମ୍ବନ, ସୂଚନା ଦେଲେ ରାଜ୍ୟ ଆଇନଜୀବୀ ପରିଷଦର ଅଧ୍ୟକ୍ଷ
ଭୁବନେଶ୍ୱର : ଅର୍ଚ୍ଚନା ନାଗ ଓକିଲାତି ପେଶାରୁ ନିଲମ୍ବିତ । ନିଲମ୍ବନ କଲେ ରାଜ୍ୟ ଆଇନଜୀବୀ ପରିଷଦ। ତଥ୍ୟ ଗୋପନ ରଖି ଓକିଲାତି ଲାଇସେନ୍ସ ହାତେଇ ଥିଲେ ଅର୍ଚ୍ଚନା । ତାଙ୍କ ନାମରେ କୌଣସି ଫୌଜଦାରୀ ମାମଲା ନ ଥିବା ଦର୍ଶାଇ ଥିଲେ। କିନ୍ତୁ ତାଙ୍କ ନାମରେ ଫୌଜଦାରୀ ମାମଲା ଥିବା ଜାଣି…