Browsing Tag

ARI

ଭିଜିଲାନ୍ସ ଜାଲରେ ଏଆରଆଇ, ୨ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ।  କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା ଘର ବାରିପଟ୍ଟା କରାଇଦେବା ନାଁରେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ।  ଆବେଦନକାରୀଙ୍କୁ ସୁହାଇଲା ଭଳି ରିପୋର୍ଟ…

ଭିଜିଲାନ୍ସ ଜାଲରେ ଏଆରଆଇ, ଦୁଇଟି ସ୍ଥାନରେ ଚାଲିଛି ରେଡ୍

ଖୋର୍ଦ୍ଧା : ଭିଜିଲାନ୍ସ ଜାଲରେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ । ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ…

ଗିରଫ ହେଲେ ବୋରିଗୁମା ଭାରପ୍ରାପ୍ତ ଏଆରଆଇ, ଜବତ ହେଲା କୋଟିଏରୁ ଅଧିକ ଟଙ୍କାର ସଂପତ୍ତି

ଭୁବନେଶ୍ଵର : ଗିରଫ ହେଲେ କୋରାପୁଟ ଜିଲ୍ଲା ବୋରିଗୁମା କୁମୁଳି ସର୍କଲର ଭାରପ୍ରାପ୍ତ ଏଆରଆଇ ସୁରେନ୍ଦ୍ର ତନ୍ତି । ଭିଜିଲାନ୍ସ ରେଡ୍ ବେଳେ ତାଙ୍କର ଅଚଳାଚଳ ସଂପତ୍ତି ଠାବ ହୋଇ ଛି । ୩ଟି ବହୁତଳ ବିଲ୍ଡିଂ, ୧୭ଟି ପ୍ଲଟ୍ ର ମାଲିକ ସୁରେନ୍ଦ୍ର ।  ବୋରିଗୁମାର ବିଭିନ୍ନ ସ୍ଥାନରେ ରହିଛି ବିଲ୍ଡିଂ…