ରୁଷ ସେନାରେ ୪୪ ଭାରତୀୟ ନିଯୁକ୍ତ, ସ୍ପଷ୍ଟ କଲେ ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ
ନୂଆଦିଲ୍ଲୀ: ରୁଷ ସେନାରେ ୪୪ ଭାରତୀୟ । ସେମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ରୁଷ ନିକଟରେ ଭାରତ ଦାବି ଦୋହରାଇଛି । ଏହା କହିଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ । ରୁଷ ସେନାରେ ନିଯୁକ୍ତ ଭାରତୀୟଙ୍କ ସଂପର୍କରେ ମସ୍କୋ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି ।…