ପାକିସ୍ତାନୀ ସେନା ଉପରେ ଆତ୍ମଘାତୀ ଆକ୍ରମଣ, ୪୭ ସୁରକ୍ଷାକର୍ମୀ ନିହତ, ୩୦ ଆହତ
ପାକିସ୍ତାନ ସେନା ଗାଡ଼ି ଉପରେ ଆତ୍ମଘାତୀ ହମଲା । ବିସ୍ଫୋରଣରେ ୪୭ ସୁରକ୍ଷାକର୍ମୀ ନିହତ ହୋଇଛନ୍ତି । ୩୦ରୁ ଅଧିକ ଆହତ ହୋଇଛନ୍ତି । ଆତ୍ମଘାତୀ ହମଲା କରିଥିବା ଦାବି କରିଛି ବେଲୁଚିସ୍ତାନ ଲିବରେସନ୍ ଆର୍ମି । ବେଲୁଚିସ୍ତାନର ତୁର୍ବତ୍ତ ନିକଟରେ ଏହି ବିସ୍ଫୋରଣ ହୋଇଛି । ଆକ୍ରମଣ ଗତକାଲି…