ହ୍ୟୁମାନ ସାଗର ମୃତ୍ୟୁ ମାମଲା: ଅର୍ପିତା ଚୌଧୁରୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ହାଇକୋର୍ଟ
କଟକ : ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତା ଚୌଧୁରୀଙ୍କୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ହାଇକୋର୍ଟ । ଅର୍ପିତା ଓ ସୋମେଶଙ୍କ ପକ୍ଷରୁ ଦାୟର ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ…