ସୋସିଆଲ ମିଡିଆରେ ଧୋନିଙ୍କ ଝିଅକୁ ଦୁଷ୍କର୍ମ ଧମକ ଦେଇଥିବା ନାବାଳକ ଗିରଫ, ଚେନ୍ନାଇ ହାରିବା ଯୋଗୁଁ ରାଗରେ କରିଥିଲେ…
ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଝିଅକୁ ଦୁଷ୍କର୍ମ ଧମକ ଏବଂ ସୋସିଆଲ୍ ମିଡିଆରେ ଅଶ୍ଳୀଳ କମେଣ୍ଟ କରୁଥିବା ବ୍ୟକ୍ତିକୁ ଗୁଜୁରାଟର କଚ୍ଛ ଜିଲ୍ଲାରୁ ଗିରଫ ହୋଇଛି। କଚ୍ଛ ପୋଲିସର କହିବା ଅନୁସାରେ ଏହି ବ୍ୟକ୍ତି କୋଲକାତା ନାଇଟ୍ ରାଇଡର୍ସ ବିରୋଧରେ ଚେନ୍ନାଇ ସୁପର…