ଗୋଟିଏ ବର୍ଷ ଅପେକ୍ଷାର ଘଟିଲା ଅନ୍ତ, ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ମିଳିଲା ସରକାରୀ ବାସଭବନ
ମୁଖ୍ୟମନ୍ତ୍ରୀ ବାସଭାବନ ଛାଡିବାର ଗୋଟିଏ ବର୍ଷ ପରେ ମଧ୍ୟ ଆମ୍ ଆଦମୀ ପାର୍ଟିର ପ୍ରମୁଖ କିମ୍ବା ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ଶେଷରେ ଏକ ନୂଆ ସରକାରୀ ବାସଭବନ ମିଳିଛି । ଦିଲ୍ଲୀ ହାଇକୋର୍ଟରେ ଏକ ଶୁଣାଣି ପରେ ଏହି ନିଷ୍ପତ୍ତି ଆସିଛି । ଯେଉଁଠାରେ ସେ ଜଣେ…