Browsing Tag

asha parekh

ଆଶା ପାରେଖଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର, କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କଲେ ଘୋଷଣା

ବଲିଉଡର ଲୋକପ୍ରିୟ ପୁରୁଖା ଅଭିନେତ୍ରୀ ଆଶା ପାରେଖଙ୍କୁ ମିଳବି ଦାଦା ସାହେବ ଫାଲକେ ପୁରସ୍କାର। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଘୋଷଣା କରିଛନ୍ତି । ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ହେଉଛି ଦାଦା ସାହେବ ଫାଲକେ ଆଓ୍ଵାର୍ଡ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଆଶାଙ୍କ ଅତୁଳନୀୟ ଅବଦାନ…