ASO ମୁଖ୍ୟ ଲିଖିତ ପରୀକ୍ଷାକୁ ରଦ୍ଦ କଲେ ହାଇକୋର୍ଟ, ଡିସେମ୍ବର ୭ରେ ହେବ ସାନି ପରୀକ୍ଷା
କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର ଏହି ପରୀକ୍ଷାକୁ ବାତିଲ୍…