ସରିଲା ବିଧାନସଭା ଅଧିବେଶନ, ୧୮ ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ
ଭୁବନେଶ୍ବର : ସରିଲା ବିଧାନସଭା ଅଧିବେଶନ । ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ହେଲା ବିଧାନସଭା । ୧୮ ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ । ମୋଟ ୧୧ ଦିନ ଚାଲିଲା ଶୀତ ଅଧିବେଶନର ଗୃହକାର୍ଯ୍ୟ । ସମସ୍ତଙ୍କ ଅନୁମୋଦନକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ।
ଏଥର…