Browsing Tag

Assembly adjourned

ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ : ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ । ବିଧାନସଭା ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ…