ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ , ରହିଛି ୧୮ଟି ପ୍ଲଟ
ଜୟପୁର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଜୟପୁର ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ୍ ଚାଲିଛି । ୮ ବର୍ଷର ନିୟମିତ ଚାକିରିରେ ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବିଶ୍ବନାଥ ପାତ୍ର। ଇଞ୍ଜିନିୟର ବାବୁଙ୍କ ସମ୍ପତ୍ତି ଦେଖି…