ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୭ଟି ସ୍ଥାନରେ ରେଡ୍
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର…