Browsing Tag

attacked

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ, ଲୁଟି ନେଲେ ୯୦ ହଜାର ଟଙ୍କା

କେନ୍ଦୁଝର (କେନ୍ୟୁଜ): ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । କେନ୍ଦୁଝର ଟାଉନ ଥାନା ପୁରୁଣା ବଜାର ଫିସରି ଅଫିସ୍ ନିକଟରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆକ୍ରମଣ ପରେ ୯୦ ହଜାର ଟଙ୍କା ସହ ଏକ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଗୁରୁତର…

ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ଭୁବନେଶ୍ୱର (କେନ୍ୟୁଜ): ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ । ଇଣ୍ଟିଗ୍ରେଟେଡ଼ MBA ଛାତ୍ର ଶାଶ୍ୱତ ପଣ୍ଡାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ବଡଗଡ଼ ପୋଲିସ । ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା। ଗିରଫ ଅଭିଯୁକ୍ତଙ୍କ…

ଯୁବକଙ୍କ ଅଶୋଭନୀୟ କାଣ୍ଡ: କମେଣ୍ଟ ମରାକୁ ପ୍ରତିବାଦ କରିବାରୁ ସ୍ଵାମୀ, ସ୍ତ୍ରୀ ଓ ଶିଶୁ କନ୍ୟାକୁ ମରଣାନ୍ତକ ଆକ୍ରମଣ

ସୋର (କେନ୍ୟୁଜ): କମେଣ୍ଟ ମାରିଲେ ପ୍ରତିବାଦ କରିବାରୁ ସ୍ବାମୀ, ସ୍ତ୍ରୀ ଓ ଦୁଇ ବର୍ଷର ଶିଶୁ କନ୍ୟାକୁ ତିନି ଯୁବକ ମରଣାନ୍ତକ ଆକ୍ରମଣ କଲେ। ଗତକାଲି ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ଵର ଜିଲ୍ଲା ବେଲଦା ଛକରେ ନଜର ଆସିଛି ଏଭଳି ଅଭାବନୀୟ ଘଟଣା ।…

ରାଜଧାନୀରେ ଆତଙ୍କରାଜ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ଏସ ଆଇଙ୍କୁ ମରଣାନ୍ତକ ଆକ୍ରମଣ ଉଦ୍ୟମ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀ ଭୁବନେଶ୍ୱରରେ ପୋଲିସ୍‌ ଉପରେ ଆକ୍ରମଣ ଉଦ୍ୟମ । ସାଧାରଣ ଲୋକଙ୍କୁ ସୁରକ୍ଷା ଦେଉଥିବା ପୋଲିସ୍‌ ଉପରେ ଆକ୍ରମଣ ହୋଇଛି । ଜଣେ ମହିଳା ଏସ୍‌ଆଇଙ୍କୁ ଗତ ୨ ତାରିଖ ରାତିରେ ଆକ୍ରମଣ ଉଦ୍ୟମ ହୋଇଥିବା ସହିଦ ନଗର ଥାନାରେ ଅଭିଯୋଗ ହୋଇଛି । ଗତ ୨ ତାରିଖ ରାତି ପ୍ରାୟ…