କ୍ୟାପିଟାଲ ହସ୍ପିଟାଲ୍ରେ ଶିଶୁ ଅଦଳବଦଳ ଘଟଣା, ସସ୍ପେଣ୍ଡ ହେଲେ ଆଟେଣ୍ଡାଣ୍ଟ
ଭୁବନେଶ୍ୱର (କେନ୍ୟୁଜ): କ୍ୟାପିଟାଲ ହସ୍ପିଟାଲ୍ରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣା । ଗାଇନିଂ ୱାର୍ଡ ଆଟେଣ୍ଡାଣ୍ଟଙ୍କୁ ସସ୍ପେଣ୍ଡ କଲେ ହସ୍ପିଟାଲ ନିର୍ଦ୍ଦେଶକ । ଦାୟିତ୍ୱରେ ଅବହେଳା ପାଇଁ ସସ୍ପେଣ୍ଡ କରିଥିବା ସୂଚନା ମିଳିଛି । ଆରମ୍ଭ ହୋଇଥିବା ତଦନ୍ତ ଜାରି ରହିବ ବୋଲି ହସ୍ପିଟାଲ…