Ayodhya Ram Mandir : ରାମ ଦରବାରରେ ବନ୍ଦ ହେଲା ଭିଆଇପି ଦର୍ଶନ ବ୍ୟବସ୍ଥା, ସମସ୍ତଙ୍କ ପାଇଁ ଗୋଟିଏ ନିୟମ
ଅଯୋଧ୍ୟା : ରାମ ଭକ୍ତଙ୍କ ପାଇଁ ଖୁସି ଖବର । ଅଯୋଧ୍ୟା ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଧ୍ୟାନରେ ରଖି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମ ଦରବାର ଦର୍ଶନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କରାଯାଇଛି । ଏବେ ରାମମନ୍ଦିର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସ୍ୱତନ୍ତ୍ର ପାସର…