ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା
ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ ।…