ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ, ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର
ଆଠଗଡ : ବଡ଼ଓଷା ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ। ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ଗତକାଲି ରାତ୍ରରେ ହରିହର ଭେଟ ପରେ ମଧ୍ଯ ରାତ୍ରିର ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି ବାବାଙ୍କ ଅତି ପ୍ରିୟ…