Browsing Tag

Baba Dhableswar

ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା, ଦର୍ଶନରୁ ବଞ୍ଚିତ ଭକ୍ତ

ଆଠଗଡ଼ (କେନ୍ୟୁଜ) : ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ଧବଳେଶ୍ୱରକୁ ସଂଯୋଗ କରୁଥିବା ଅସ୍ଥାୟୀ ରାସ୍ତା ଭାସିଯାଇଛି। ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଅସ୍ଥାୟୀ ରାସ୍ତାଟି ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ। ମଞ୍ଚେଶ୍ୱର ନଦୀ ଘାଟରୁ…

ହଟିଲା କଟକଣା, ନୂଆ ବର୍ଷରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଆଠଗଡ଼ (କେନ୍ୟୁଜ): ଆସନ୍ତା ଇଂରାଜୀ ନୂତନ ବର୍ଷରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରି ପାରିବେ ଭକ୍ତ ଓ ଶ୍ରଦ୍ଧାଳୁମାନେ। ମଞ୍ଚେଶ୍ୱର ଘାଟ ପଟୁ ର୍ନିମାଣ ହେବ ଅସ୍ତାଇ ରାସ୍ତା। ଆସନ୍ତା ୯ ତାରିଖରୁ ହେବ ଟେଣ୍ଡର। ୧୫ତାରିଖରୁ ଆସ୍ତାଇ ରାସ୍ତା କାର୍ଯ୍ଯ ଆରମ୍ଭ ଓ ଡ଼ିସେମ୍ବର ୩୦ ତାରିଖରେ ଶେଷ…