Below header
Browsing Tag

babasaheb ambedkar

ଆଜି ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ

ଭୁବନେଶ୍ୱର (କେନ୍ୟୁଜ): ଆଜି ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ । ଭାରତୀୟ ସମ୍ବିଧାନର ପ୍ରଣେତା ତଥା ଭାରତରତ୍ନ ଆମ୍ବେଦକରଙ୍କୁ ସାରା ଦେଶ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହାସହ ତାଙ୍କର ଅବଦନାକୁ ମନେ ପକାଉଛି । ସମ୍ବିଧାନର ପ୍ରତିଷ୍ଠାତାଙ୍କ ଜୟନ୍ତୀରେ ଆଜି ରାଜଧାନୀ ସ୍ଥିତ ବାବା…