Browsing Tag

bail to pradeep

ଓଡିଶା ହାଇକୋର୍ଟ ତରଫରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ(କେ ନ୍ୟୁଜ): ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍‌। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ଗୋଳନ୍ଥରା ଥାନାର ଅନ୍ୟ ଏକ ମାମଲାରେ ଜାମିନ୍‌ ପ୍ରଦାନ କରିଛନ୍ତି କୋର୍ଟ। ପୂର୍ବରୁ କ୍ରାଇମବ୍ରାଞ୍ଚ ମାମଲା ସମେତ ୫ଟି…