Browsing Tag

bajrakapta

ବଜ୍ରକାପ୍ତା କାତି ସହ ଚାରି ଦେଶୀ ବନ୍ଧୁକ ଜବତ

ଉଦଳା (କେନ୍ୟୁଜ୍): ଶିମିଳିପାଳରେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟଣା ପରେ ଚେତିଛି ବନ ବିଭାଗ । ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଥିବା ବେଳେ ସାମ୍ନାକୁ ଆସିଛି ଶିମିଳିପାଳରେ ଚାଲିଥିବା ଶିକାରର ସାଙ୍ଘାତିକ ସତ । କିଛି ଦିନ ପୂର୍ବେ ବଜ୍ରକାପ୍ତା ଖୋଳପା ବିକ୍ରି ନିମନ୍ତେ…