Browsing Tag

Balasore Bahanga station

ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ପିଲାଙ୍କୁ ମାଗଣାରେ ଶିକ୍ଷା ଦେବେ ବୀରେନ୍ଦ୍ର ସେହ୍ଵାଗ

ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସମସ୍ତଙ୍କୁ ଏକ ଶକ୍ତ ଧକ୍କା ଦେଇଛି । ଭାରତୀୟ ରେଳ ଇତିହାସରେ ସବୁଠାରୁ ବଡ ଦୁର୍ଘଟଣା ମଧ୍ୟରେ ଅନ୍ୟତମ । ଏହି ଦୁର୍ଘଟଣାରେ ୨୭୫ରୁ ଅଧିକ ଲୋକଙ୍କୁ ଜୀବନ ଚାଲିଯାଇଥିବା ବେଳେ ୧୧୦୦ରୁ ଅଧିକ ଆହତ ହୋଇଛନ୍ତି । ଦୁର୍ଘଟଣା…

ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ , ଘଟଣାର ସ୍ଥିତି ଅନୁଧ୍ୟାନ ସହ ଆହତଙ୍କୁ ଭେଟିଲେ

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି । ଏଥିସହ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଛନ୍ତି। ଘଟଣସ୍ଥଳରେ ରେଳୱେ ବୋର୍ଡ ଅଧ୍ୟକ୍ଷ…